Latest Odisha News

BREAKING NEWS

Yearly Archives

2025

ସୁରକ୍ଷାବାହିନୀକୁ ବଡ଼ ସଫଳତା; ସରଣ୍ଡା ଜଙ୍ଗଲରୁ ଉଦ୍ଧାର ହେଲା ୧୮ହଜାର ଡେଟୋନେଟର୍‌

ରାଉରକେଲା: ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ସକ୍ରିୟ ମାଓବାଦୀ ସଙ୍ଗଠନର ଏକ ବଡ଼ ଷଡ଼ଯନ୍ତ୍ର ପଣ୍ଡ ହୋଇଛି । ସୁରକ୍ଷାବାହିନୀ ଦ୍ବାରା ସରଣ୍ଡା ଜଙ୍ଗଲରୁ ଜବତ ହେଲା ୧୮ ହଜାର ଡେଟୋନେଟର୍ । ଝାଡ଼ଖଣ୍ଡ ଜାଗୁଆର୍‌ ଓ CRPF ୬୦ ବାଟାଲାୟନର ମିଳିତ…

ବିଏମସି ମାଡ ଘଟଣା: ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଲେ ମେୟର, କହିଲେ, ‘ମାଷ୍ଟର ମାଇଣ୍ଡକୁ ଗିରଫ କର’

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାକୁ ପରେ ଏବେ ମେୟରଙ୍କୁ ଘାରିଛି ବିଏମସି ଅଫିସ ସୁରକ୍ଷା ଚିନ୍ତା । ଏନେଇ ମେୟର ସୁଲୋଚନା ଦାସ ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି । ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର ।…

ଟ୍ରାଫିକ୍ ଜାମ୍ ପାଇଁ ଗଲା ୩ ଜୀବନ: ଏନଏଚଏଆଇ କହିଲା- ବିନା କାମରେ କାହିଁକି ଘରୁ ବାହାରୁଛନ୍ତି ଲୋକେ

ଭୋପାଳ: ମଧ୍ୟପ୍ରଦେଶର ଇନ୍ଦୋରର ଇନ୍ଦୋର-ଦେବାସ ରାସ୍ତାରେ ୪୦ ଘଣ୍ଟା ଧରି ଟ୍ରାଫିକ ଜାମ ଯୋଗୁଁ ଶୁକ୍ରବାର ଦିନ ତିନି ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ହୃଦଘାତ ହୋଇଥିଲା ଏବଂ ଜଣେ ରୋଗୀଙ୍କ ହସ୍ପିଟାଲ ପହଞ୍ଚିବା ପୂର୍ବରୁ ଅମ୍ଳଜାନ ସରିଯାଇଥିଲା। ଏହି କାରଣରୁ ଏହି…

ଶରଧାବାଲି ଦଳାଚକଟା: ହସ୍ତକ୍ଷେପ କଲେ ରାଜ୍ୟ ମାନବିଧିକାର କମିଶନ

ପୁରୀ: ଶରଧାବାଲି ଦଳଚକଟା ଘଟଣାରେ ସିଧା ହସ୍ତକ୍ଷେପ କଲେ ରାଜ୍ୟ ମାନବିଧିକାର କମିଶନ । ଦଳାଚକଟା ଘଟଣାରେ ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ରାଜ୍ୟ ମାନବିଧିକାର କମିଶନ । ଏଥିସହିତ ଯେପରି ଘଟଣାର ପୁନରାବୃତ୍ତି ନ ଘଟିବ ସେନେଇ ପଦକ୍ଷେପ ନେବାକୁ ମଧ୍ୟ…

ବିଚ୍ ରାସ୍ତାରେ ଅତର୍କିତ ଆକ୍ରମଣ କଲେ ଦୁବୃର୍ତ୍ତ, ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

ମୟୂରଭଞ୍ଜ: ବାରିପଦାରେ ବିଚ୍ ରାସ୍ତାରେ ଛୁରାମାଡ । ଟାଉନ୍‌ ଥାନା ଷ୍ଟେସନ୍ ବଜାର ନିକଟରେ ଛୁରାମାଡ଼ । ଗୁରୁତର ଅବସ୍ଥାରେ PRM ମେଡିକାଲ୍‌ରେ ଯୁବକ ଭର୍ତ୍ତି ହୋଇଛନ୍ତି । ଯୁବକ ଜଣକ ନାଁ ମୁନା ଯାଦବ । ଖବର ଅନୁଯାୟୀ,ଯୁବକ ଜଣକ ସ୍ଥାନୀୟ ଏକ ବିଦେଶୀ ମଦ ଦୋକାନର କର୍ମଚାରୀ ବୋଲି ସୂଚନା…

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ…

ନୂଆଦିଲ୍ଲୀ: ତିବ୍ଦତୀୟ ଧର୍ମଗୁରୁ ଦଲାଇଲାମା ଖୁବ୍ ଶୀଘ୍ର ୯୦ ବର୍ଷ ବୟସରେ ପଦାର୍ପଣ କରିବାକୁ ଯାଉଛନ୍ତି। ବର୍ଦ୍ଧିତ ବୟସ ଯୋଗୁଁ ଉତ୍ତରାଧିକାରୀ ଏବଂ ତାଙ୍କ ନିର୍ବାଚନ ବିଷୟରେ ପ୍ରାୟତଃ ଆଲୋଚନା ହୋଇଥାଏ। ସେ ୧୪ ତମ ଦଲାଇଲାମା ଏବଂ ତାଙ୍କ ଉତ୍ତରାଧିକାରୀ ୧୫ ତମ ଲାମା ଭାବରେ ଜଣାଯିବେ।…

ୟୁଏଇରେ ଖେଳାଯିବ ଏସିଆ କପ କ୍ରିକେଟ: ରିପୋର୍ଟ

ନୂଆଦିଲ୍ଲୀ : ଏସିଆ କପ କ୍ରିକେଟ ସେପ୍ଟେମ୍ବର ୫ରୁ ୟୁଏଇରୁ ଆରମ୍ଭ ହୋଇପାରେ । ଟାଇମ୍ସ ଅଫ ଇଣ୍ଡିଆରେ ପ୍ରକାଶିତ ରିପୋର୍ଟ ଅନୁସାରେ ଏହାର ଫାଇନାଲ ମ୍ୟାଚ ସେପ୍ଟେମ୍ବର ୨୧ରେ ଖେଳାଯିବ । ଗ୍ରୁପ ଷ୍ଟେଜ ଓ ସୁପର ୪ ଫର୍ମାଟ ବିଚାରକୁ ନେଲେ ଭାରତ ଓ ପାକିସ୍ତାନ ମଧ୍ୟରେ ୨ ଥର ମୁକାବିଲା ହେବ ।…

ISS ରହିଥାଏ ଏକ ସ୍ଥାୟୀ ଟିମ୍ , ଜାଣନ୍ତୁ ଏମାନେ କେଉଁ କାମ କରିଥାନ୍ତି?

ନୂଆଦିଲ୍ଲୀ: ମହାକାଶ ସବୁବେଳେ ମଣିଷ ପାଇଁ ରୋମାଞ୍ଚକର ଏବଂ ରହସ୍ୟରେ ଭରପୂର ରହିଆସିଛି। କିନ୍ତୁ ଏହି ରହସ୍ୟ ଆଡ଼ରେ, ପୃଥିବୀଠାରୁ ପ୍ରାୟ ୪୦୦ କିଲୋମିଟର ଉଚ୍ଚତାରେ ଏକ ପ୍ରୟୋଗଶାଳା ରହିଛି, ଯେଉଁଠାରେ ନିରନ୍ତର ବୈଜ୍ଞାନିକ ଗବେଷଣା ଚାଲିଥାଏ। ଏହା ହେଉଛି ଇଣ୍ଟରନାସନାଲ ସ୍ପେସ ଷ୍ଟେସନ…

ସଂସଦ ସୁରକ୍ଷା ତ୍ରୁଟି ମାମଲା: ୨ ଅଭିଯୁକ୍ତଙ୍କୁ ଜାମିନ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ: ସଂସଦର ସୁରକ୍ଷାରେ ତ୍ରୁଟି ମାମଲାରେ ଅଭିଯୁକ୍ତଙ୍କୁ ମିଲିଲା ଜାମିନ୍ । ବୁଧବାର ଦିଲ୍ଲୀ ହାଇକୋର୍ଟ ଦୁଇ ଅଭିଯୁକ୍ତ ନୀଲମ ଆଜାଦ ଏବଂ ମହେଶ କୁମାୱତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀ ପୋଲିସ ନୀଲମ ଆଜାଦ ଏବଂ ମହେଶ କୁମାୱତଙ୍କ ଜାମିନ ଆବେଦନକୁ ବିରୋଧ କରିବା…

ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା, ୪ ଓଡ଼ିଆ ମୃତ

ହାଇଦ୍ରାବାଦ\ଭୁବନେଶ୍ୱର: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ ଘଟଣାରେ ୩୭ରୁ ଊର୍ଦ୍ଧ୍ବ ଲୋକଙ୍କ…