ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବା ନେଇ ପୂର୍ବାନୁମାନ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିପାରେ। ହେଲେ ଜୁଲାଇ ୫ ପରଠାରୁ ବର୍ଷାର ପରିମାଣ କମିପାରେ। ସମଗ୍ର ଜୁଲାଇ ମାସରେ…