Cold Wave: ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ ଶୀତ ଲହରୀ
ଭୁବନେଶ୍ୱର: ୧୨ ତାରିଖ ଯାଏଁ ରାଜ୍ୟରେ ଶୀତ ଲହରି ବହିପାରେ । ଅସମ୍ଭାଳ ଜାଡ଼ ସାଙ୍ଗକୁ କାଲୁଆ ପବନ ବୋହିବ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି ରହିଛି । ୧୩ ତାରିଖରୁ ରାଜ୍ୟରେ ଶୀତ ସାମାନ୍ୟ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ…