Chief Justice Of India: ଡିସେମ୍ବର ୧୪ରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି
ଭୁବନେଶ୍ୱର: ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି ।
କଟକ ସହିଦ ଭବନରେ ହାଇକୋର୍ଟ ବାର୍ ଆସୋସିଏସନ ପକ୍ଷରୁ ଆୟୋଜନ…