Latest Odisha News

BREAKING NEWS

Yearly Archives

2025

ରଥଯାତ୍ରା ପାଇଁ ତୀର୍ଥଯାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ; ରାଜ୍ୟବାସୀଙ୍କୁ ହସ୍ପିଟାଲରୁ ଶୁଭେଚ୍ଛା ଜଣାଇଲେ ନବୀନ…

ଭୁବନେଶ୍ୱର: ରାତି ପାହିଲେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଶୁକ୍ରବାର ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଶ୍ରୀମନ୍ଦିର ସିଂହଦ୍ବାରରେ ଲାଗିଲେ ତିନି ରଥ ତାଳଧ୍ବଜ-ଦେବଦଳନ-ନନ୍ଦିଘୋଷ। ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ରଥଖଳାରୁ ତିନି ରଥଙ୍କୁ ଟାଣି…

୭୯ ଜଣ ଡିଏସପି ରାଙ୍କ ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରଥଯାତ୍ରା ପୂର୍ବରୁ ଓଡ଼ିଶା ସରକାର ଗୁରୁବାର OPS (ଓଡ଼ିଶା ପୋଲିସ ସେବା) ଏବଂ OPS (JB) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବିଭିନ୍ନ ଜିଲ୍ଲା ଏବଂ ବିଭାଗରେ ୭୯ ଜଣ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍ ପୋଲିସ (DSP) ରାଙ୍କ ଅଧିକାରୀଙ୍କୁ ବଦଳି କରିଛନ୍ତି। ୭୯ ଜଣ…

ଶିଳ୍ପ ସମାଗମ ମେଳା: ଭାରତର ଉତ୍କୃଷ୍ଟ କାରିଗରୀର ପ୍ରଦର୍ଶନ ସହ ବଞ୍ଚିତ ବର୍ଗଙ୍କ ସଶକ୍ତିକରଣ

ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଶିଳ୍ପ ସମାଗମ ମେଳା ଉଦଘାଟିତ ହୋଇଛି। ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗ ପକ୍ଷରୁ ଏହି ମେଳା ଆୟୋଜନ କରାଯାଉଛି। ଆଜି ଠାରୁ ଆରମ୍ଭ ହୋଇ ଏହି ମେଳା ଆସନ୍ତା ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାରତ…

ଜାତୀୟ ସିନିୟର ସନ୍ତରଣ ଚାମ୍ପିୟନଶିପ: ମନ୍ନତା, ପ୍ରତ୍ୟାଶାଙ୍କୁ ପଦକ

ଭୁବନେଶ୍ୱର: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମର ଆକ୍ୱାଟିକ ସେଂଟରରେ ୭୮ତମ ଜାତୀୟ ସିନିୟର ସନ୍ତରଣ ଚାମ୍ପିୟନଶିପ ଅନୁଷ୍ଠିତ ହୋଇଯାଇଛି । ଅନ୍ତିମ ଦିବସରେ ଓଡିଶାର ଦୁଇ ଉଦୀୟମାନ ସନ୍ତରଣକାରୀ ମନ୍ନତା ମିଶ୍ର ଓ ପ୍ରତ୍ୟାଶା ରାୟ ପଦକ ହାସଲ କରିଛନ୍ତି । ଓଡିଶା ଓଭରାଲ ୬ ପଦକ ଜିିତି ୭ମ ସ୍ଥାନରେ…

ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ପକ୍ଷରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ସେବା ପ୍ରଦାନ

ପୁରୀ: ମହାକୁମ୍ଭ ମେଳା ପରେ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ପକ୍ଷରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ସେବା ପ୍ରଦାନ କରାଯିବ। ଲୋକଙ୍କ ଧାର୍ମିକ ଭାବନାକୁ ସମ୍ମାନ ଦେଇ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ସେବା ଯୋଗାଇବା ପାଇଁ ନିଷ୍ପତ୍ତି ନେଇଛି। ମହାପ୍ରଭୁ ଜଗନ୍ନାଥଙ୍କ ଏହି…

ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୨ ଯାଏଁ ବର୍ଷା ସମ୍ଭାବନା, ଅତିପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୨ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା। ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆସନ୍ତାକାଲି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…

ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିବା ପାଇଁ ଜୈସୱାଲଙ୍କୁ ଆବଶ୍ୟକ ୧୮୩ ରନ

ଲୀଡ୍ସ: ଭାରତ-ଇଂଲଣ୍ଡ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମୁକାବିଲାରେ ଭାରତ ପରାଜିତ ହୋଇଛି । ଏହି ମ୍ୟାଚରେ ଯଶସ୍ୱୀ ଜୈସୱାଲ ଶତକ ହାସଲ କରିଥିଲେ । ସେ ଚଳିତ ସିରିଜରେ ୧୮୩ ରନ ସଂଗ୍ରହ କଲେ ମହାନ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନଙ୍କ ରେକର୍ଡ ଭଙ୍ଗ କରିବେ । ସେ ଟେଷ୍ଟ ପଦାର୍ପଣ…

କ୍ରିକେଟ ନିୟମରେ ଆଇସିସି କଲା ବଡ ପରିବର୍ତ୍ତନ

ନୂଆଦିଲ୍ଲୀ: ଆଇସିସି ବର୍ତ୍ତମାନ୍ ଅନ୍ତର୍ଜାତୀୟ କ୍ରିକେଟରେ ଅନେକ ନୂତନ ନିୟମ ଲାଗୁ କରିଛି। ତେବେ ଆସନ୍ତୁ ଜାଣିବା ନୂତନ ନିୟମ ଅନୁଯାୟୀ କଣ ପରିବର୍ତ୍ତନ କରାଯାଇଛି। ଟି ୨୦ ଏବଂ ଦିନିକିଆ କ୍ରିକେଟରେ ଷ୍ଟପ୍ କ୍ଲକ୍ ନିୟମ ଲାଗୁ ହେବାର ବର୍ଷେ ପରେ ଆଇସିସି ଏହି ନିୟମ ଟେଷ୍ଟରେ ମଧ୍ୟ…

ପୁରୀ ବୀରଗୋବିନ୍ଦପୁରରେ ୪.୭୫ କୋଟି ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ରଥଯାତ୍ରାର ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ବୀରଗୋବିନ୍ଦପୁର ସ୍ଥିତ ମାଆ ଦକ୍ଷିଣକାଳୀ ମନ୍ଦିର ପରିସରରେ ଇଣ୍ଡିଆନ ଅଏଲର ସାମାଜିକ ଦାୟିତ୍ୱ (ସିଏସଆର) ଅନ୍ତର୍ଗତ ପ୍ରାୟ ୪.୭୫ କୋଟି ବ୍ୟୟରେ ବିଭିନ୍ନ ସୌନ୍ଦର୍ଯ୍ୟକରଣ…

ଜିମ୍ନାଷ୍ଟିକ୍ସ ଶୈଳୀରେ ଖୁସି ମନାଇବାକୁ ପନ୍ତଙ୍କୁ କରାଯାଇଛି ମନା

ଲୀଡ୍ସ: ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ରିଷଭ ପନ୍ତ ଉଭୟ ଇନିଂସରେ ଶତକ ହାସଲ କରି କୀର୍ତିମାନ ସ୍ଥ୍‌ାପନ କରିଛନ୍ତି । ଅବଶ୍ୟ ୫ ମ୍ୟାଚ ବିଶିଷ୍ଟ ତେନ୍ଦୁଲକର-ଆଣ୍ଡରସନ ଟ୍ରଫିର ପ୍ରଥମ ମୁକାବିଲାରେ ଭାରତ ପରାଜିତ ହୋଇଛି । ଦଳ ଏବେ ଦ୍ୱିତୀୟ ଟେଷ୍ଟ ପାଇଁ ପ୍ରସ୍ତୁତି ହୋଇଛି । ପନ୍ତ…