ଆକ୍ସିଅମ୍-୪ ମିଶନ: ମହାକାଶରେ ପହଞ୍ଚିବା ପରେ ଶୁଭାଂଶୁଙ୍କ ପ୍ରଥମ ଭିଡିଓ କଲ୍, ରହିବେ ୧୪ ଦିନ
ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା ମହାକାଶରେ ପହଞ୍ଚି ସାରିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ଏକ ଭିଡିଓ କଲ କରିଥିଲେ। ସେ ଦେଶକୁ ନମସ୍ତେ କହିଥିଲେ ଏବଂ ତାଙ୍କ ଅଭିଜ୍ଞତା ବିଷୟରେ କହିଥିଲେ। ଶୁଭାଂଶୁ ଗୁରୁବାର ସକାଳେ ଆମେରିକା, ପୋଲାଣ୍ଡ ଏବଂ ହଙ୍ଗେରୀର…