କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ
ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି।
କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ ବିମାନ…