ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଦିନ କହିଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…