Indigo Flights Cancelled: ଭୁବନେଶ୍ବରରୁ ୮ଟି ଇଣ୍ଡିଗୋ ବିମାନ ବାତିଲ
ଭୁବନେଶ୍ୱର: ଏବେବି ସୁଧୁରିନି ସ୍ଥିତି । ଇଣ୍ଡିଗୋ ବିମାନ ଚଳାଚଳରେ ଜାରି ରହିଛି ଅଚଳାବସ୍ଥା । ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮ଟି ବିମାନ ଉଡାଣ ବାତିଲ କରାଯାଇଛି । ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ବାତିଲ ହୋଇଥିବା ଉଡ଼ାଣଗୁଡ଼ିକର ଏକ ବିବରଣୀ…