ରଥଯାତ୍ରା ଜଗିବ AI କ୍ୟାମେରା ଓ ରକ୍ଷକ ବାହନ ; ଯାତାୟତ ପାଇଁ ବିଶେଷ ମୋବାଇଲ ଆପ୍
ଭୁବନେଶ୍ୱର: ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ…