ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଭେଟିଲେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ, କାଲି ଆସିବେ ୧୪ ଜଣିଆ କେନ୍ଦ୍ରୀୟ ଟିମ୍
ଯାଜପୁର: ଯାଜପୁରରେ ହଇଜା ଓ ଝାଡ଼ାବାନ୍ତି ରୋଗ ବ୍ୟାପିବା ନେଇ ସ୍ଥିତି ଗମ୍ଭୀର ରହିଛି । ଏନେଇ ଯାଜପୁର ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍ । ୧୪ ଜଣିଆ କେନ୍ଦ୍ରୀୟ ଟିମ୍ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ । ଆଇସିଏମଆର, ଏନସିଡିସି,…