୧୧ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ; ଦଶ ହଜାର ନିଯୁକ୍ତି ହେବ ସୃଷ୍ଟି
ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୧ ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି । ୧୭ଟି ପ୍ରକଳ୍ପ ନିର୍ମାଣ ହେଲେ ୧୦ ହଜାର ୫୮୪ ନିଯୁକ୍ତି ସୃଷ୍ଟି ହେବ।
ସୂଚନାଥାଉକି, ପ୍ଲାଷ୍ଟିକ,…