୪୦,୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ
ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲାର ଜଣେ ବ୍ୟକ୍ତିଙ୍କ ଠାରୁ ୪୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀ ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ)ଙ୍କୁ ଗିରଫ କରିଛନ୍ତି।
ଅଭିଯୁକ୍ତ ଭୀଷ୍ମ ପ୍ରଧାନ ସମ୍ବଲପୁର ଜିଲ୍ଲାର ଜମନକିରା ତହସିଲ ଅନ୍ତର୍ଗତ ଗୌଡପାଲି…