Latest Odisha News

BREAKING NEWS

Yearly Archives

2025

ବିମାନ ଦୁର୍ଘଟଣା ହେଲେ ପ୍ରଥମେ ଖୋଜାଯାଏ ଏହି ଜିନିଷ…..

ଅହମ୍ମଦାବାଦ: ଗୁଜୁରାଟର ଅହମ୍ମଦାବାଦରେ ବଡ ବିମାନ ଦୁର୍ଘଟଣା ଘଟିଛି । ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ବୋଇଂ ଡ୍ରିମଲାଇନର ୭୮୭ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନଟି ଅହମ୍ମଦାବାଦର ମେଘାନି ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନ ଦୁର୍ଘଟଣା ପରେ…

ଅହମଦାବାଦରେ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ

ଅହମଦାବାଦ: ଗୁଜୁରାଟର ଅହମଦାବାଦରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣା ସମଗ୍ର ଦେଶକୁ ଦୋହଲାଇ ଦେଇଛି । ଦୁର୍ଘଟଣାଗ୍ରସ୍ତ ବିମାନଟି ଏୟାର ଇଣ୍ଡିଆର B787 ଥିଲା । ବିମାନରେ ୨୪୨ ଜଣ ଥିଲେ, ଯେଉଁଥିରେ ୨ ଜଣ ପାଇଲଟ୍ ଏବଂ ୧୦ ଜଣ କ୍ୟାବିନ କ୍ରୁ ଥିଲେ । ଏବେ…

ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା

ଭଦ୍ରକ: ବନ୍ଧୁକ ମୁନରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି । ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍‌ରେ ଲୁଟ୍‌ ହୋଇଥିବା ସୂଚନା ରହିଛି । ଆଜି ବ୍ୟାଙ୍କ କାମ ଚାଲିଥିବା ବେଳେ, ହଠାତ୍ ୪ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ବ୍ୟାଙ୍କ ଭିତରକୁ ପଶି ଆସିଥିଲେ ।…

କେନ୍ଦୁଝରର ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍; ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ନେଇଗଲେ

କେନ୍ଦୁଝର: କେନ୍ଦୁଝରର ଯୋଡାରେ ଗୁରୁବାର ଦିନ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏକ ଡକାୟତ ଦଳ ୧୦ ଲକ୍ଷ ଟଙ୍କା ସହ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟାରେ ବ୍ୟାଙ୍କ ଖୋଲିବା ପରେ ୫ ଜଣିଆ ଡକାୟତ ଗ୍ୟାଙ୍ଗ ବ୍ୟାଙ୍କ ପରିସରରେ ପଶି କର୍ମଚାରୀ…

କଟକ ସମେତ ୧୦ଟି ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ଅପରାହ୍ନ ୪ଟା ପର୍ଯ୍ୟନ୍ତ କଟକ ସହର ସମେତ ରାଜ୍ୟର ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଅଧିକ ପଢନ୍ତୁ:- ଫେରିଲା ମୌସୁମୀ: ୧୭ ଯାଏ ବର୍ଷା ସମ୍ଭାବନା, ୨ରୁ ୪ ଡିଗ୍ରୀ ଖସିବ ପାରଦ ଏହି ସମୟ ମଧ୍ୟରେ…

ରଜ ପାଇଁ ସୋମବାର ପର୍ଯ୍ୟଟକଙ୍କ ଲାଗି ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ଵର: ପ୍ରତ୍ୟେକ ସୋମବାର ନନ୍ଦନକାନନ ବନ୍ଦ ରହୁଥିବା ବେଳେ ଆସନ୍ତା ସୋମବାର ୧୬ ତାରିଖ ନନ୍ଦନକାନନ ଖୋଲା ରହିବ। ଏନେଇ ନନ୍ଦନକାନନ ଉପ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଓଡ଼ିଶାର ଗଣପର୍ବ ରଜ ୧୪ ତାରିଖ ଠାରୁ ଆରମ୍ଭ ହେଉଛି । ୧୬ ତାରିଖ ସୋମବାର ଶେଷ ରଜ ଓ ରଜ ସଂକ୍ରାନ୍ତି। ରଜ ୩ ଦିନ…

ଧଳା ବାଘୁଣୀ ମୌସୁମୀ ଠାରୁ ଅଲଗା ହେଲେ ୨ ଶାବକ, ଶିଶୁ ଲାଳନ ପାଳନ କେନ୍ଦ୍ରକୁ କରାଗଲା ସ୍ଥାନାନ୍ତରିତ

ଭୁବନେଶ୍ୱର: ମା’ ଠାରୁ ଅଲଗା ହେଲେ ଦୁଇ ଛୁଆ। ନନ୍ଦନକାନନରେ ଗତ ଶନିବାର ଧଳା ବାଘୁଣୀ ମୌସୁମୀ ଦ୍ୱିତୀୟ ଥର ମାଆ ହୋଇଥିଲା । ଗୋଟିଏ ଧଳା ଅଣ୍ଡିରା ଓ ଗୋଟିଏ ନାଲି ମାଇ ଶାବକ ଜନ୍ମ ଦେଇଥିଲା । ଜନ୍ମ ଦେବା ପରେ ଦୁଇ ଶାବକଙ୍କୁ ମାଆ ଠିକରେ ଲାଳନ ପାଳନ କରୁଥିଲା। ହେଲେ ହଠାତ ଦୁଇ ଶାବକଙ୍କ…

ଏୟାର ଇଣ୍ଡିଆ AI-171 ବିମାନ ଦୁର୍ଘଟଣାଗ୍ରସ୍ତ ; ବିମାନରେ ଥିଲେ ୧୬୯ଭାରତୀୟଙ୍କ ସହ ବିଦେଶୀ

ଗୁଜୁରାଟ: ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ।  ଏୟାର ଇଣ୍ଡିଆ 1800 5691 444 ଟୋଲ ଫ୍ରି ନମ୍ବର ଜାରି କରିଛି । ବିମାନ ଦୁର୍ଘଟଣା ସମ୍ପର୍କିତ ତଥ୍ୟ ଜାଣିବା ପାଇଁ ଏଇ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିପାରିବେ । ଗୁଜୁରାଟର ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ  ନେଇ ଯାଉଥିବା…

ପୁଣି ହସିନାକୁ ନେଇ ଚଢିଲା ୟୁନୁସଙ୍କ ପାରା: ସିଧା ମୋଦିଙ୍କୁ ସମାଲୋଚନା କଲେ…..

ନୂଆଦିଲ୍ଲୀ: ନିଜ ଆଡୁ ଭାରତ ସହ ସଂପର୍କ ଭଲ କରିବାକୁ ଚାହୁଁଥିବା ୟୁନୁସ, ଏବେ ପୁଣି ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନାକୁ ନେଇ ଭାରତକୁ ସମାଲୋଚନା କରିଛନ୍ତି । ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

କାହିଁକି ବନ୍ଦେ ଭାରତରେ କାନ୍ଦିଲେ ଫାରୁଖ ଅବଦୁଲା?

ନୂଆଦିଲ୍ଲୀ: ନ୍ୟାସନାଲ କନଫରେନ୍ସ ସଭାପତି ଫାରୁକ ଅବଦୁଲ୍ଲା ମଙ୍ଗଳବାର ତାଙ୍କ ଜୀବନର ଏକ ସ୍ୱତନ୍ତ୍ର ଯାତ୍ରା କରିଥିଲେ। ସେ ପ୍ରଥମ ଥର ପାଇଁ ଶ୍ରୀନଗରରୁ କଟରା ପର୍ଯ୍ୟନ୍ତ ନୂତନ ଭାବରେ ଆରମ୍ଭ ହୋଇଥିବା ବନ୍ଦେ ଭାରତ ଟ୍ରେନରେ ଯାତ୍ରା କରିଥିଲେ। ସେ କହିଛନ୍ତି ଯେ କାଶ୍ମୀରକୁ ଶେଷରେ ଦେଶର…