ଅଣସର ଗୃହରେ ମହାପ୍ରଭୁ; ଆଜିଠୁ ଅଲାରନାଥଙ୍କ ଦର୍ଶନ…
ପୁରୀ: ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିବାରୁ ମହାପ୍ରଭୁଙ୍କୁ ଜ୍ଵର ହୋଇଛି। ଏଥିପାଇଁ ମହାପ୍ରଭୁ ଅଣସର ଗୃହରେ ରହିଛନ୍ତି। ଅଣସର ପିଣ୍ଡିରେ ମହାପ୍ରଭୁଙ୍କ ଗୁପ୍ତ ନୀତି କରାଯାଉଛି।
ମହାପ୍ରଭୁଙ୍କ ଅଣସର ସମୟରେ ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିରରେ…