ପୁଣି ବଢିଲା ସୁନା ଦର, ପୁଣି ଟପିଯିବ ଲକ୍ଷେ!
ଭୁବନେଶ୍ୱର: କିଛିଦିନର ଆଶ୍ୱସ୍ତି ପରେ ପୁଣି ବଢିଲା ସୁନା ଦର। ଗତ କିଛି ଦିନ ଲଗାତାର ସୁନା ଦର କମିଚାଲିଥିଲା। ହେଲେ ଏବେ ସୁନା ଦର ପୁଣି ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ପୁଣି ଲକ୍ଷେ ଟପିଯିବ କି ସୁନ ମୂଲ୍ୟ ନେଇ ଗ୍ରାହକଙ୍କ ମନରେ ଛନକା। ଜୁନ୍ ୧୧ ଅର୍ଥାତ୍ ବୁଧବାର ବୃଦ୍ଧି ପାଇଛି…