କିଟ୍ ଅନ୍ତର୍ଜାତୀୟ ଛାୟା ଜାତିସଂଘ (ମୁନ୍) ଉଦ୍ଯାପିତ
ଭୁବନେଶ୍ୱର: କିଟ ଅନ୍ତର୍ଜାତୀୟ ଛାୟା ଜାତିସଂଘ (ମୁନ୍)ର ୧୩ତମ ସଂସ୍କରଣ ଉଦ୍ଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ତିନି ଜଣ ଅନ୍ତର୍ଜାତୀୟ କାର୍ଯ୍ୟନିର୍ବାହୀ ବୋର୍ଡ ସଦସ୍ୟ, ୨୦ ରୁ ଅଧିକ କର୍ପୋରେଟ୍ ବ୍ୟକ୍ତିତ୍ୱଙ୍କ ଉପସ୍ଥିତି ଓ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଆଶ୍ କିଙ୍ଗଙ୍କ ଷ୍ଟାର…