ଶ୍ରୀ ଭାଗବତ ସାର ୬୧: ଭାଗବତଙ୍କର ମୂଳ ଉଦ୍ଦେଶ୍ୟ ହେଲା ଶ୍ରେଷ୍ଠ ମାନବ ଜୀବନର ଅବତାରଣା କରିବା
ଲେଖକ: ଦୟାନିଧି ତ୍ରିପାଠୀ
ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ଆମକୁ ଅନେକ କଠିନ ଯୋଗ କ୍ରିୟା ବିଷୟରେ ଅବଗତ କରାଇଲେ, ଯାହାର ମୂଳ ଉଦ୍ୟେଶ ହେଲା ଶ୍ରେଷ୍ଠ ମାନବ ଜୀବନର ଅବତାରଣା କରିବା। ମାନବ ଟିଏ ଜନ୍ମ ହୋଇଥାଏ ଅନେକ ଦିବ୍ୟତାଙ୍କୁ ସାଙ୍ଗରେ ନେଇ କିନ୍ତୁ ଆଧ୍ୟାତ୍ମିକ ଚେତନାର…