ରାମଦେବ ବାବାଙ୍କୁ ସହାୟତା କରି ଫସିଲେ ପୂର୍ବତନ ନେପାଳ ପ୍ରଧାନମନ୍ତ୍ରୀ
କାଠମାଣ୍ଡୁ: ବାବା ରାମଦେବଙ୍କ କମ୍ପାନୀ ପତଞ୍ଜଳି ଯୋଗପୀଠ ପାଇଁ ଜମି ଚୁକ୍ତିରେ ସହାୟତା କରି ଫସିଲେ ପୂର୍ବତନ ନେପାଳ ପ୍ରଧାନମନ୍ତ୍ରୀ ମାଧବ କୁମାର। ତାଙ୍କ ବିରୁଦ୍ଧରେ ଦୁର୍ନୀତି ଅଭିଯୋଗ ଆସିଛି।
ସୂଚନା ଅନୁଯାୟୀ, ୨୦୦୯ରୁ ୨୦୧୧ ମସିହା ମଧ୍ୟରେ ପତଞ୍ଜଳି ଯୋଗପୀଠ ନେପାଳ କମ୍ପାନୀ ଠାରୁ…