Latest Odisha News

BREAKING NEWS

Yearly Archives

2026

Online betting fraud: ଅନଲାଇନ୍ ବେଟିଂ ଆପ୍ ରାକେଟର ପର୍ଦ୍ଦାଫାସ: ୩ ଗିରଫ,୭୮ ଏଟିଏମ୍ କାର୍ଡ ଜବତ

ଛତ୍ରପୁର: ଅନଲାଇନ୍ ବେଟିଂ ଆପ୍ ରାକେଟର ପର୍ଦ୍ଦାଫାସ କରିଛି ଅନଲାଇନ୍ ବେଟିଂ ଜରିଆରେ ଅଧିକ ଟଙ୍କା ପାଇବାର ଲୋଭ ଦେଖାଇ ଲୋକଙ୍କୁ ଠକୁଥିବା ରାକେଟ୍ ର ପର୍ଦ୍ଦାଫାସ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯିବା ସହ ବିପୁଳ ସଂଖ୍ୟକ ଡିଜିଟାଲ୍ ଉପକରଣ, ଏଟିଏମ୍ କାର୍ଡ, ସିମ୍ କାର୍ଡ ଓ…

ବ୍ରିକ୍ସ ଦେଶରେ ବଢୁଛି ‘ମେଡ୍ ଇନ୍ ଇଣ୍ଡିଆ’ର ଚାହିଦା: ଚୀନକୁ ଭାରତର ରପ୍ତାନି ୩୯ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ: ସାମ୍ପ୍ରତିକ ବିଶ୍ୱ ଅର୍ଥନୀତିରେ ଭାରତ ନିଜର ସ୍ଥିତିକୁ ଆହୁରି ସୁଦୃଢ଼ କରିବାରେ ଲାଗିଛି । ବିଶେଷକରି ବ୍ରିକ୍ସ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ 'ମେଡ୍ ଇନ୍ ଇଣ୍ଡିଆ' ସାମଗ୍ରୀର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି । କେନ୍ଦ୍ର ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ…

ରାହୁଲ ଗାନ୍ଧୀଙ୍କ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମିମିକ୍ରି: ରାଜନୈତିକ ବୟାନବାଜି ଜୋର, ବିଜେପିର ତୀବ୍ର ନିନ୍ଦା

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ଲାଗି ରହିଥିବା ରାଜନୈତିକ ଲଢ଼େଇ ଏବେ ଏକ ନୂଆ ମୋଡ଼ ନେଇଛି । ଏକ ସାଧାରଣ ସଭା ମଞ୍ଚରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦୀଙ୍କ କଥା କହିବା ଶୈଳୀ ଏବଂ ହାବଭାବକୁ ନକଲ କରିବା ପରେ ଦେଶର…

ଖଣି ଆଇନ ସଂଶୋଧନ ପ୍ରସଙ୍ଗ: ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର: ଖଣି ଏବଂ ଖଣିଜ ଦ୍ରବ୍ୟ ବିକାଶ ତଥା ନିୟନ୍ତ୍ରଣ (ଏମଏମଡିଆର) ଆଇନରେ କେନ୍ଦ୍ର ସରକାର ଆଣିବାକୁ ଯାଉଥିବା ପ୍ରସ୍ତାବିତ ସଂଶୋଧନକୁ ନେଇ ଓଡ଼ିଶା ରାଜନୀତି ଏବେ ସରଗରମ ହୋଇଛି । ଏହି ପ୍ରସଙ୍ଗରେ ରାଜ୍ୟର ସ୍ୱାର୍ଥରକ୍ଷା ନିମନ୍ତେ ତୁରନ୍ତ ରାଜ୍ୟ ବିଧାନସଭାର ଏକ ସ୍ୱତନ୍ତ୍ର ଅଧିବେଶନ…

ଭୁବନେଶ୍ୱରରେ ଅଭାବନୀୟ ଘଟଣା: ଧାର ନେଇଥିବା ୭ ଲକ୍ଷ ଟଙ୍କା ଫେରାଇଲେନି ସାଙ୍ଗ, ଜୀବନ ହାରିଲେ ଯୁବକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଏକ ଅଭାବନୀୟ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ସାଙ୍ଗମାନଙ୍କୁ ନିଜର ଭାବି ବିଶ୍ୱାସ କରି ଧାର ଆକାରରେ ଦେଇଥିବା ବିପୁଳ ଅର୍ଥ ଆଉ ଫେରି ନ ପାଇବାରୁ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି । ନିଜର କଷ୍ଟ ଉପାର୍ଜିତ ୭ ଲକ୍ଷ ଟଙ୍କା ସାଙ୍ଗମାନେ…

ହମିଦ ଅନସାରୀଙ୍କ ବୟାନ ଉପରେ ବର୍ଷିଲା ବିଜେପି; କହିଲା, ‘କଂଗ୍ରେସର ହିନ୍ଦୁ ବିରୋଧୀ ନୀତି ପଦାରେ…

ନୂଆଦିଲ୍ଲୀ: ଭାରତର ପୂର୍ବତନ ଉପରାଷ୍ଟ୍ରପତି ମହମ୍ମଦ ହମିଦ ଅନସାରୀଙ୍କ ଏକ ମନ୍ତବ୍ୟକୁ ନେଇ ଏବେ ଦେଶର ରାଜନୀତି ସରଗରମ ହୋଇପଡ଼ିଛି । ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇସଲାମିକ୍ କଲଚରାଲ୍ ସେଣ୍ଟରଠାରେ ଆୟୋଜିତ ଏକ ସ୍ମୃତିଚାରଣ କାର୍ଯ୍ୟକ୍ରମରେ ଯୋଗଦେଇ ଅନସାରୀ ଦେଶର ସାମ୍ପ୍ରତିକ ରାଜନୈତିକ ଏବଂ…

୯ ଲକ୍ଷ ବଜେଟ୍, ୪୦ ଲକ୍ଷ ରୋଜଗାର: ରାମାନନ୍ଦ ସାଗରଙ୍କ ‘ରାମାୟଣ’ କିପରି ରଚିଥିଲା ଅର୍ଥନୈତିକ ଇତିହାସ

ନୂଆଦିଲ୍ଲୀ: ଭାରତୀୟ ଟେଲିଭିଜନ ଇତିହାସରେ ସର୍ବାଧିକ ଲୋକପ୍ରିୟ ଧାରାବାହିକ କଥା ଉଠିଲେ, ରାମାନନ୍ଦ ସାଗରଙ୍କ 'ରାମାୟଣ'ର ନାମ ସର୍ବାଗ୍ରେ ଆସିଥାଏ । ୧୯୮୭ ମସିହାରେ ଦୂରଦର୍ଶନରେ ପ୍ରସାରିତ ହେଉଥିବା ଏହି ପୌରାଣିକ ଧାରାବାହିକ କେବଳ ଭାରତୀୟଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ ନଥିଲା, ବରଂ…

ଟପ୍ ସିଙ୍ଗର ଥିଲେ, ତଥାପି ଲାଗିଲା ବ୍ୟାନ୍: ଜାଣନ୍ତୁ ୧୯୭୫ ମସିହାରେ କିଶୋର କୁମାରଙ୍କ ସହ କ’ଣ ଘଟିଥିଲା

ନୂଆଦିଲ୍ଲୀ: ହିନ୍ଦୀ ସିନେମା ଜଗତର କିମ୍ବଦନ୍ତୀ ଗାୟକ କିଶୋର କୁମାରଙ୍କ ଯାଦୁଗରୀ ସ୍ୱର ଆଜି ବି କୋଟି କୋଟି ଶ୍ରୋତାଙ୍କ ହୃଦୟରେ ରାଜ୍ କରୁଛି । ତେବେ ତାଙ୍କ ସୁଦୀର୍ଘ ସାଙ୍ଗୀତିକ କ୍ୟାରିୟରରେ ଏମିତି ଏକ ସମୟ ଆସିଥିଲା, ଯେତେବେଳେ ତାଙ୍କ ଗୀତ ଶୁଣିବା ଉପରେ ସରକାରୀ କଟକଣା ଲଗାଯାଇଥିଲା।…

ହସ୍ପିଟାଲରେ ଉତ୍ତେଜନା: ଡାକ୍ତର ଅନୁପସ୍ଥିତି ଅଭିଯୋଗରେ ଭଙ୍ଗାରୁଜା

ସାରସକଣା:ହସ୍ପିଟାଲରେ ଡାକ୍ତର ଅନୁପସ୍ଥିତ ଥିବା ଦେଖି କ୍ରୋଧିତ ସ୍ଥାନୀୟ ବାସିନ୍ଦା ଏବଂ ମୃତକଙ୍କ ସମ୍ପର୍କୀୟମାନେ ପରିସର ଭିତରକୁ ଧସେଇ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି । କେବଳ ସେତିକି ନୁହେଁ, ଉତ୍ତ୍ୟକ୍ତ ଲୋକେ ଔଷଧ ଭଣ୍ଡାର ଓ ଚିକିତ୍ସା କକ୍ଷରୁ ମୂଲ୍ୟବାନ ଜୀବନରକ୍ଷାକାରୀ ଔଷଧ,…

ଇଣ୍ଡିଆ ଏ – ଅଷ୍ଟ୍ରେଲିଆ ଏ ସିରିଜ: ଲକ୍ଷ୍ମୀପତି ବାଲାଜୀ ହେଲେ ହେଡ କୋଚ, ଟି. ବିଜୟ ଦଳରେ ସାମିଲ

ନୂଆଦିଲ୍ଲୀ:ଆସନ୍ତା ସେପ୍ଟେମ୍ବର ୨୨ରୁ ପୁଡୁଚେରୀରେ ଅଷ୍ଟ୍ରେଲିଆ ‘ଏ’ ବିପକ୍ଷରେ ଆରମ୍ଭ ହେବାକୁ ଥିବା ହାଇ-ପ୍ରୋଫାଇଲ୍ ଘରୋଇ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ ଏକ ବଡ଼ ନିଷ୍ପତ୍ତି ନେଇଛି । ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଇଣ୍ଡିଆ ‘ଏ’ ଦଳର ହେଡ୍…