୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଉଦଯାପିତ; ୧୭ଟି ପଦକ ଜିଣିଲା ଓଡିଶା
ଭୁବନେଶ୍ୱର: ୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଉଦଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସମସ୍ତ ବିଜେତା ଆଥଲେଟ ମାନଙ୍କୁ ପୁରସ୍କୃତ କରିବା ସହିତ ଆଗାମୀ ସମୟରେ ସମସ୍ତ ଖେଳରେ ନିଜର ପରିଶ୍ରମ…