Bird Count: ଶୀତ ଋତୁରେ ହୀରାକୁଦକୁ ବିଦେଶୀ ପକ୍ଷୀଙ୍କ ଆଗମନ, ଆସନ୍ତାକାଲିଠୁ ପକ୍ଷୀ ଗଣନା…
ସମ୍ବଲପୁର: ଚଳିତ ଶୀତ ଋତୁରେ ଆସିଥିବା ବିଦେଶୀ ପକ୍ଷୀଙ୍କ ଗଣନା ଆସନ୍ତାକାଲିଠାରୁ ହୀରାକୁଦରେ ଆରମ୍ଭ ହେବ । ଏଥିପାଇଁ ଜଳଭଣ୍ଡାର ଓ ଆଖପାଖରେ ଥିବା ଜଳାଶୟ ସହିତ ଜଙ୍ଗଲକୁ ୨୧ଟି ସେକ୍ସନ କରାଯାଇଛି । ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି ।
ଏହି ଗଣନା…