ପ୍ରୋଫେସନାଲ୍ ପଲିଟିକ୍ସ କରେ ବିଜେପି: ନବୀନ-ଅଖିଳେଶଙ୍କ ଆଲୋଚନା ନେଇ ଜୋର୍ ଧରିଲା ରାଜନୀତି ଚର୍ଚ୍ଚା
ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ହଟଚମଟ ଚାଲିଥିବା ବେଳେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଓଡ଼ିଶା ଗସ୍ତ କରିଛନ୍ତି। ଏହାସହ ଅଖିଳେଶ ଯାଦବ ଗତ ତିନି ମାସରେ ଦ୍ୱିତୀୟ ଥର ଓଡ଼ିଶା ଗସ୍ତ କରିଛନ୍ତି। ଗତକାଲି ଭୁବନେଶ୍ୱରସ୍ଥିତ ଅନୁଷ୍ଠିତ ଏକ!--StartFragment>…