ଦେଢ଼ ଲକ୍ଷରୁ ଅଧିକ କିଲୋମିଟର ଗଡିଥିବା ବିପିଟିଏସଏଲର ୩୦ଟି ପୁରୁଣା ବସ୍ ସ୍କ୍ରାପିଂ କରାଯିବ
ଭୁବନେଶ୍ୱର: ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟିର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସଡ଼କ ସୁରକ୍ଷା, ଯାତ୍ରୀ ଅନୁକୂଳ ଆମ ବସ୍ ସେବା ଓ ଚାଳକଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି । ସ୍କାର୍ପିଂ ହେବ ୩୦ ପୁରୁଣା ଗାଡ଼ି ।
ଜାନୁଆରୀ ମାସର ପ୍ରଥମ ଦୁଇ ସପ୍ତାହରେ…