ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ ତାରିଖକୁ ବୃଦ୍ଧି
ଭୁବନେଶ୍ବର: ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି (ସାର୍ଟିଫିକେଟ୍ ଏବଂ ସେମିଷ୍ଟାର-ଆଧାରିତ…