ରାଜ୍ୟରେ ଯଦି କଂଗ୍ରେସର ସ୍ଥିତି ଏପରି ହୋଇଛି ସେଥିପାଇଁ କେବଳ ବିଜେଡି ଦାୟୀ: ସୋଫିଆ
କଟକ: ରାଜ୍ୟସଭା ନିର୍ବାଚନ ଆଗରୁ ଖୋଲା ଅସନ୍ତୋଷ ଝାଡିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ । ବିଜେଡି ସହ ବୁଝାମଣାକୁ ନେଇ ବିଷୋଦଗାର କରିଛନ୍ତି ସେ । ରାଜ୍ୟସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କାହାସହ ଆଲୋଚନା ହୋଇନି । ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା ।…