ଏଥର କୋହଲିଙ୍କ ନଜର ଜୟସୂରିୟାଙ୍କ ରେକର୍ଡ ଉପରେ
ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ବିରାଟ କୋହଲିଙ୍କ ଆକର୍ଷଣୀୟ ୯୩ ରନ ସହାୟତାରେ ଭାରତ ୪ ୱିକେଟରେ ବିଜୟ ହାସଲ କରିଛି । କୋହଲି ପ୍ଲେୟାର ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ । ଦିନିକିଆ କ୍ରିକେଟରେ ସଚିନ ତେନ୍ଦୁଲକର ସର୍ବାଧିକ ୬୨ ଥର ପ୍ଲେୟାର ଅଫ ଦି…