Lok Adalat: ମାର୍ଚ୍ଚ ୧୪ରେ ଟିପିଏସ୍ଓଡିଏଲ୍ ଉପଭୋକ୍ତାଙ୍କ ନିମନ୍ତେ ଲୋକ ଅଦାଲତ
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ପକ୍ଷରୁ ଆସନ୍ତା ୧୪ ତାରିଖରେ ଚତୁର୍ଥ ଜାତୀୟ ଲୋକ ଅଦାଲତ ଓ ପ୍ରବର୍ତ୍ତନ ସମାଧାନ ଶିବିର ଅନୁଷ୍ଠିତ ହେବ । ଉପଭୋକ୍ତାଙ୍କ ଦ୍ୱାରା ଅନଧିକୃତ ବିଦ୍ୟୁତ ବ୍ୟବହାର ତଥା ବିଦ୍ୟୁତ ଚୋରି ସମ୍ୱନ୍ଧୀୟ ମାମଲାର…