ସ୍ୱଦେଶ ଫେରିବା ଆରମ୍ଭ କଲେ ୱେଷ୍ଟଇଣ୍ଡିଜ ଖେଳାଳି
ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ୨୦୨୬ ଶେଷ ହୋଇଯାଇଛି । ଟିମ ଇଣ୍ଡିଆ ତୃତୀୟ ଥର ପାଇଁ ଚାମ୍ପିୟନ ହୋଇଛି । ମାର୍ଚ୍ଚ ୧ରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଖେଳାଯାଇଥିଲା । ୱେଷ୍ଟଇଣ୍ଡିଜ ପରାଜିତ ହୋଇ ସେମିଫାଇନାଲ ଦୌଡରୁ ବାଦ ପଡିଥିଲା । ଇତି ମଧ୍ୟରେ ଇରାନ ଉପରେ…