ଦିଗପହଣ୍ଡି ମର୍ମନ୍ତୁଦ ଦୁର୍ଘଟଣା, ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଜରଡାରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।
ଏହି ଦୁଇ ମୃତକଙ୍କ ପରିବାରକୁ…