Latest Odisha News

BREAKING NEWS

Yearly Archives

2026

୫୦୦% ଟାରିଫ ଧମକ ମଧ୍ୟରେ ଖସିଲା ସେୟାର ବଜାର

ନୂଆଦିଲ୍ଲୀ: ଲଗାତାର ଗତ ଚାରିଦିନ ହେବ ସେନସେକ୍ସ ଏବଂ ନିଫ୍ଟି ୫୦ ହ୍ରାସ ହେବାରେ ଲାଗିଛି।ଯାହାର ପ୍ରଭାବ ଆଜି ଅର୍ଥାତ୍ ଗୁରୁବାର ଭାରତୀୟ ଷ୍ଟକ୍ ବଜାରରେ ଦେଖିବାକୁ ମିଳିଛି। ଜାନୁଆରୀ ୨ ତାରିଖରେ ସେନସେକ୍ସ ୮୫୭୬୨.୦୧ରେ ବନ୍ଦ ହୋଇଥିଲା। ଆଜି ଅର୍ଥାତ୍ ଜାନୁଆରୀ ୮ରେ ଏହା ୧୬୦୦ ପଏଣ୍ଟ…

ବରୁଣ ଧୱନଙ୍କୁ ଟ୍ରୋଲ୍ କଲେ ୟୁଜର୍ସ, ଚିହିଁକିଲେ ‘ବର୍ଡର ୨’ରେ ପ୍ରଡ୍ୟୁସର୍  

ମୁମ୍ବାଇ: ବଲିଉଡ ଅଭିନେତା ବରୁଣ ଧୱନ ତାଙ୍କର ଆଗାମୀ ଫିଲ୍ମ "ବର୍ଡର ୨" ରେ ମେଜର ହୋସିଆର ସିଂହ ଦହିଆ ଭୂମିକାରେ ଅଭିନୟ କରିଛନ୍ତି। ତେବେ ଏହି ଫିଲ୍ମର ଟିଜର ଏବଂ ପ୍ରଥମ ଗୀତ "ଘର କବ ଆଓଗେ" ରିଲିଜ୍ ହେବା ପରଠାରୁ ଲୋକମାନେ ତାଙ୍କ ଅଭିନୟକୁ ନେଇ ସୋସିଆଲ ମିଡିଆରେ ଲଗାତାର ଟ୍ରୋଲ୍ କରି…

Jaundice In Khordha: ଏଥିପାଇଁ ନବୋଦୟ ସ୍କୁଲରେ ବ୍ୟାପିଲା ଜଣ୍ଡିସ୍‌;ଆସିଲା ଜିଲ୍ଲା ଜନସ୍ବାସ୍ଥ୍ୟ ବିଭାଗର ରିପୋର୍ଟ

ଭୁବନେଶ୍ୱର: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ସ୍ଥିତି ଅଣାୟତ୍ତ ପରେ ପିଲାମାନଙ୍କୁ ଘରକୁ ନେଇଯାଇଛନ୍ତି ଅଭିଭାବକ । ତେବେ ଏହି ଜଣ୍ଡିସ୍‌ର କାରଣ ଜଣା ପଡିଛି । ସ୍କୁଲ ପରିସର ୨ଟି ସ୍ଥାନର ପାଣି ନମୁନା ପଜିଟିଭ ଆସିଛି । ଗୋଟିଏ ରୋଷେଇ ଘର ଏବଂ ଅନ୍ୟଟି ଓଭର ହେଡ୍‌ ଟାଙ୍କି ପାଣି ।…

ଲିଷ୍ଟ ଏ କ୍ରିକେଟରେ ବିଶ୍ୱ ରେକର୍ଡ ସ୍ଥାପନ କଲେ ରିତୁରାଜ

ନୂଆଦିଲ୍ଲୀ: ରିତୁରାଜ ଗାଏକ୍ୱାଡ ଲିଷ୍ଟ ଏ କ୍ରିକେଟରେ ବିଶ୍ୱରେକର୍ଡ ସ୍ଥାପନ କରିଛନ୍ତି । ବିଜୟ ହଜାରେ ଟ୍ରଫିରେ ସେ ଗୋଆ ବିପକ୍ଷରେ ୧୩୪ ରନର ଇନିଂସ ଖେଳିଥିଲେ । ଲିଷ୍ଟ ଏ କ୍ରିକେଟରେ ଏହା ତାଙ୍କର ୨୦ତମ ଶତକ । ଲିଷ୍ଟ ଏ କ୍ରିକେଟରେ ୫୦ ଇନିଂସରୁ ଅଧିକ ଖେଳିଥିବା ଖେଳାଳିଙ୍କ ମଧ୍ୟରେ ସେ…

pollution certificate: ‘ସାର୍ଟିଫିକେଟ ନାହିଁ ତ ତେଲ ନାହିଁ,ଏହି ନିଷ୍ପତ୍ତି ପ୍ରତ୍ୟାହାର ନକଲେ ଆନ୍ଦୋଳନକୁ…

ଭୁବନେଶ୍ୱର: ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟକୁ ନେଇ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ଦହଗଞ୍ଜର ଶିକାର ହେଉଛନ୍ତି । ଏହାକୁ ତୁରନ୍ତ ପ୍ରତ୍ୟାହାର ଦାବିରେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଭୁବନେଶ୍ୱରର ଆରଟିଓ-୧ ଅଫିସ ସମ୍ମୁଖରେ ଏକ…

ଲାଞ୍ଚ ନେଇ ଫସିଲେ ଆରଆଇ

ଭୁବନେଶ୍ୱର: ସୁରେନ୍ଦ୍ର କୁମାର ଦାଶ ନାମକ ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ)ଙ୍କୁ ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ଅଧିକାରୀମାନେ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ଏହି ଘଟଣା ଅନୁଗୁଳର ବୋଲି ଜଣାପଡ଼ିଛି। ସେ ଜମିର ସୀମା ନିର୍ଦ୍ଧାରଣ କରିବା ପାଇଁ ୬୦୦୦ ଟଙ୍କା ଲାଞ୍ଚ ଦାବି…

Odisha receive bomb threat: ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କଲା ହାଇକୋର୍ଟ ବାର ଆସୋସିଏସନ

କଟକ:ହାଇକୋର୍ଟ ବାର ଆସୋସିଏସନ ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କରିଛନ୍ତି । ଯେଉଁମାନେ ଏପରି ହୀନ କାର୍ଯ୍ୟରେ ସମ୍ପୃକ୍ତ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ବାର୍ ତରଫରୁ ଦାବି ହୋଇଛି । ଜଜ, ଓକିଲ ଏବଂ ମହକିଲଙ୍କ ସୁରକ୍ଷାକୁ ନଜରରେ ରଖି କିଛି ବଳିଷ୍ଠ ପଦକ୍ଷେପ ନିଆଯାଉ…

ରେଡ୍ ବେଳେ ପହଞ୍ଚିଲେ ମମତା ବାନାର୍ଜୀ; ଇଡି ସହ ମୁହାଁମୁହିଁ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମମତା ବାନାର୍ଜୀଙ୍କ ଟିଏମସି ସହିତ ଜଡିତ ରାଜନୈତିକ ପରାମର୍ଶଦାତା ସଂସ୍ଥା ଆଇ-ପିଏସି ସଂସ୍ଥାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢାଉ କରିଛି। ଯାହାପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

କ୍ଷମା ମାଗିଲେ ଇଂଲଣ୍ଡ ଦଳର ଅଧିନାୟକ ହ୍ୟାରୀ ବ୍ରୁକ

ନୂଆଦିଲ୍ଲୀ: ଆଶେସ ସିରିଜରେ ଇଂଲଣ୍ଡର ପ୍ରଦର୍ଶନ ପ୍ରଶଂସକଙ୍କୁ ନିରାଶ କରିଛି । ଇଂଲଣ୍ଡ ୪-୧ରେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଛି । ଆଶେସ ସିରିଜ ଶେଷ ହେବା ପରେ ହଠାତ ଇଂଲଣ୍ଡ ଧଳା ବଲ କ୍ରିକେଟର ଅଧିନାୟକ ହ୍ୟାରୀ ବ୍ରୁକ କ୍ଷମା ମାଗିଛନ୍ତି । ଅବଶ୍ୟ ସେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ…

ବାୟୁ ପ୍ରଦୂଷଣ ନେଇ ଧର୍ମେନ୍ଦ୍ରଙ୍କ ଚିନ୍ତା ପ୍ରକଟ;ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ହସ୍ତକ୍ଷେପ ଲୋଡିଲେ

ଭୁବନେଶ୍ୱର: ବଢୁଥିବା ବାୟୁ ପ୍ରଦୂଷଣ ନେଇ ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ-ତାଳଚେର ଶିଳ୍ପାଞ୍ଚଳରେ ବଢୁଥିବା ମାତ୍ରାଧିକ ବାୟୁ ପ୍ରଦୂଷଣ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପରିବେଶ…