Census 2026: ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା
ଭୁବନେଶ୍ୱର: ଚଳିତ ବର୍ଷ ଓଡ଼ିଶାରେ ଏପ୍ରିଲରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା।
ଓଡ଼ିଶାର ଜନଗଣନା କାର୍ଯ୍ୟ ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣଙ୍କ ଅନୁଯାୟୀ, ଜନଗଣନା କାର୍ଯ୍ୟ ଦୁଇଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲରୁ ହେବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ…