Junior Fencing Championship: ଇଣ୍ଡୋର ଷ୍ଟାଡିୟମ୍ ରେ ୩୩ ତମ ଜାତୀୟ ଜୁନିଅର ଫେନ୍ସିଙ୍ଗ ଚମ୍ପିୟାନସିପ ଆରମ୍ଭ
କଟକ: କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଆରମ୍ଭ ହୋଇଛି ୩୩ ତମ ଜାତୀୟ ଜୁନିଅର ଫେନ୍ସିଙ୍ଗ ଚମ୍ପିୟାନସିପ। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ଓଡ଼ିଶା ସମେତ ୩୨ ଟି ରାଜ୍ୟରୁ ପାଖାପାଖି ୬୦୦ ରୁ ଉର୍ଦ୍ଧ୍ବ ବାଳକ ବାଳିକା ପ୍ରତିଯୋଗୀ ଅଂଶ…