୯ରୁ କିମ୍ସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍…
ଭୁବନେଶ୍ୱର: ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (କିମସ)ରେ ଗ୍ଲୋବାଲ୍ ହେଲଥ୍କେୟାର ସମିଟ୍ ୨୦୨୬ ଆୟୋଜିତ ହେଉଛି।
ଜାନୁଆରୀ ୯ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା…