ଟୋକନ୍ ଲାପ୍ସର ୧୫ ଦିନ ପର୍ଯ୍ୟନ୍ତ ଧାନ କିଣା; ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା
ଭୁବନେଶ୍ୱର: ଧାନ ସଂଗ୍ରହ ପାଇଁ ପଞ୍ଜିକରଣ କରିଥିବା ଚାଷୀମାନଙ୍କୁ ସହାୟତା କରିବା ପାଇଁ ବୁଧବାର ଦିନ ଓଡ଼ିଶା ସରକାର ଟୋକନର ବୈଧତା ବୃଦ୍ଧି କରିଛନ୍ତି। ଏନେଇ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର ଘୋଷଣା କରିଛନ୍ତି।
ରାଜ୍ୟ ସରକାର ଏପର୍ଯ୍ୟନ୍ତ ୬୩,୬୫,୦୦୦…