Latest Odisha News

BREAKING NEWS

Yearly Archives

2026

ବ୍ରୁକଙ୍କ ଶତକ ବଳରେ ସେମିକୁ ଉନ୍ନୀତ ହେଲା ଇଂଲଣ୍ଡ

କାଣ୍ଡି: ଏଠାରେ ଅନୁଷ୍ଠିତ ଟି୨୦ ବିଶ୍ୱକପ ସୁପର ଏଇଟ ମୁକାବିଲାରେ ଇଂଲଣ୍ଡ ୨ ୱିକେଟରେ ପାକିସ୍ତାନକୁ ହରାଇ ପ୍ରଥମ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି । ହ୍ୟାରୀ ବ୍ରୁକଙ୍କ ଆକର୍ଷଣୀୟ ଶତକ ଯୋଗୁ ପାକିସ୍ତାନ ହାତରୁ ଇଂଲଣ୍ଡ ମ୍ୟାଚ ଛଡେଇ ଆଣିଥିଲା । ଅପରପକ୍ଷରେ ସେମିଫାଇନାଲରେ ପ୍ରବେଶ…

ବର୍ଷକରେ ସରକାର ବାଣ୍ଟିଲେଣି ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର

ଭୁବନେଶ୍ବର: ସରକାର ବର୍ଷକରେ ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର ବାଣ୍ଟିଲେଣି । ବିଧାନସଭାରେ ପଞ୍ଚାୟତିରାଜ ମନ୍ତ୍ରୀ ଲିଖିତ ଉତ୍ତର ଦେଇଛନ୍ତି । ୨୦୨୪-୨୫ ବର୍ଷରେ ମୋଟ ୨ ଲକ୍ଷ ୮୧ ହଜାର ୭୦୩ କୋଟି ଗ୍ରାମୀଣ ପରିବାରଙ୍କୁ ପକ୍କାଘର ଯୋଗାଇ ଦିଆଯାଇଛି ଓ ୩୦୬ ଭୂମିହୀନ ପରିବାରକୁ ଜମି ପ୍ରଦାନ…

ଇଣ୍ଟରନେଟରେ ଭାଇରାଲ ହେଉଛି କୁନି ମାଙ୍କଡ଼ ପଞ୍ଚ, ୨ କୋଟି ଅଫର୍…

ନୂଆଦିଲ୍ଲୀ: ନିକଟରେ ପଞ୍ଚ-କୁନ୍ ନାମକ ଏକ ଶିଶୁ ମାଙ୍କଡ଼କୁ ନେଇ ଚର୍ଚ୍ଚା ଜୋର ଧରିଛି। ତାଙ୍କର କାହାଣୀ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଭାଇରାଲ ହେବାରେ ଲାଗିଛି। ଯାହା ଲୋକମାନଙ୍କର ଦୃଷ୍ଟି ଆକର୍ଷଣ କରିବା ସହ ସେମାନଙ୍କୁ ଭାବପ୍ରବଣ ମଧ୍ୟ କରିଦେଉଛି। ଜନ୍ମ ପରେ ନିଜ ମାଆ…

‘Agni Varsha’ at Pokhran:ଭାରତୀୟ ସେନାର ‘ଅଗ୍ନିବର୍ଷା’… ମରୁଭୂମିରେ ଭାରତର ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ: ଭାରତୀୟ ସେନାର ଦକ୍ଷିଣ କମାଣ୍ଡ ମଙ୍ଗଳବାର ରାଜସ୍ଥାନର ପୋଖରାନ ଫିଲ୍ଡ ଫାୟାରିଂ ରେଞ୍ଜରେ 'ଅଗ୍ନି ବର୍ଷା' ନାମକ ଏକ ପ୍ରମୁଖ ସାମରିକ ଅଭ୍ୟାସ କରିଛନ୍ତି । ଏହି ଅଭ୍ୟାସ ସମୟରେ ସେନା ମରୁଭୂମିରେ ନିଜର ପ୍ରସ୍ତୁତି, ଆଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ମିଳିତ ଯୁଦ୍ଧ କ୍ଷମତା…

ଜିମ୍ବାୱେ ବିପକ୍ଷ ମ୍ୟାଚ ପୂର୍ବରୁ ହଠାତ ସ୍ୱଦେଶ ପ୍ରତ୍ୟାବର୍ତନ କଲେ ରିଙ୍କୁ ସିଂ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ମଙ୍ଗଳବାର ହଠାତ ସ୍ୱଦେଶ ପ୍ରତ୍ୟାବର୍ତନ କରିଛନ୍ତି । ଜିମ୍ବାୱେ ବିପକ୍ଷ ମ୍ୟାଚ ପୂର୍ବରୁ ସେ ଘରକୁ ଫେରିଛନ୍ତି । ତାଙ୍କ ପିତା ଖାନଚାନ୍ଦ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡିଥିବାରୁ ସେ ସ୍ୱଦେଶ ଫେରି…

ପାଚେରୀ କାନ୍ଥ ଭୁଶୁଡ଼ି ୨ ମୃତ, ୪ ଗୁରୁତର

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର ବଡ଼ଗଡ଼ ଅଞ୍ଚଳରେ ଡ୍ରେନ୍ ନିର୍ମାଣ କାର୍ଯ୍ୟ ସମୟରେ ଏକ ପାଚେରୀ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଅପରାହ୍ନରେ ରାଜଧାନୀ ସହରର ବଡ଼ଗଡ଼ ଅଞ୍ଚଳର ୱାର୍ଡ ନମ୍ବର-୪୪ ଅନ୍ତର୍ଗତ ଭୋଇ ସାହି ଅଞ୍ଚଳରେ…

ଆନ୍ତର୍ଜାତୀୟ ଟି୨୦ରେ ଜିମ୍ବାୱେ ବିପକ୍ଷରେ ଭାରତ ପଲା ଭାରୀ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ସୁପର ଏଇଟର ପ୍ରଥମ ମୁକାବିଲାରେ ଦକ୍ଷିଣ ଆଫ୍ରିକା ନିକଟରୁ ଭାରତ ଶୋଚନୀୟ ଭାବେ ପରାଜିତ ହୋଇଛି । ଦ୍ୱିତୀୟ ମ୍ୟାଚରେ ଜିମ୍ବାୱେକୁ ଭେଟିବ ଭାରତ । ସେମିଫାଇନାଲ ପ୍ରବେଶ ଆଶା ଉଜ୍ଜୀବୀତ ରଖିବାକୁ ହେଲେ ଭାରତକୁ ଏହି ମ୍ୟାଚରେ ବିଜୟ ହାସଲ କରିବା ସହ ରନରେଟ…

ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ; ଶୁଭାରମ୍ଭ ହେଲା ‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍

ଭୁବନେଶ୍ୱର: ଓଡ଼ିଶା ହେବ ପୂର୍ବ ଭାରତର ପ୍ରମୁଖ ସାହସିକ ପର୍ଯ୍ୟଟନ କେନ୍ଦ୍ର । ମଙ୍ଗଳବାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଲୋକ ସେବା ଭବନରେ ‘ଗୋ-ଆଡଭେଞ୍ଚର’ ପୋର୍ଟାଲର ଶୁଭାରମ୍ଭ କରିବା ସହ ଇଣ୍ଡିଆନ୍ ମାଉଣ୍ଟେନିୟରିଂ ଫାଉଣ୍ଡେସନ (IMF) ଏବଂ ଏରୋ କ୍ଲବ୍ ଅଫ୍ ଇଣ୍ଡିଆ (ACI)…

ପ୍ରତିଷ୍ଠା ହେବ ଇଞ୍ଜିନିୟରିଂ କଲେଜ ଓ ବିଶ୍ବବିଦ୍ୟାଳୟ, ତ୍ବରିତ ପଦକ୍ଷେପ ନେବାକୁ ମନ୍ତ୍ରୀଙ୍କ ପତ୍ର

ଭୁବନେଶ୍ବର: ରାଜ୍ୟରେ ଉଚ୍ଚଶିକ୍ଷା ଓ ବୈଷୟିକ ଶିକ୍ଷାର ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ଚଳିତ ବଜେଟରେ ୪ଟି ନୂଆ ବିଶ୍ବବିଦ୍ୟାଳୟ ଏବଂ ୨ଟି ଇଞ୍ଜିନିୟରିଂ କଲେଜ ପ୍ରତିଷ୍ଠା ନେଇ ଘୋଷଣା କରାଯାଇଛି । ଏହା ରାଜ୍ୟର ଉଚ୍ଚଶିକ୍ଷା ଓ ବୈଷୟିକ ଶିକ୍ଷା ଇତିହାସରେ ଏକ…

ଫେବୃଆରୀ ୨୦୨୭ ପୂର୍ବରୁ ରାଜ୍ୟରେ ହେବନି ପଞ୍ଚାୟତ ନିର୍ବାଚନ: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଆଗୁଆ ପଞ୍ଚାୟତ ନିର୍ବାଚନ ନେଇ କଳ୍ପନାଜଳ୍ପନା ଚାଲିଥିବା ବେଳେ ରାଜ୍ୟ ସରକାର ମଙ୍ଗଳବାର ଦିନ ଏନେଇ ସ୍ପଷ୍ଟ କରିଛନ୍ତି। ରାଜ୍ୟ ବିଧାନସଭାରେ ସୂଚନା ପ୍ରଦାନ କରି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସ୍ପଷ୍ଟ କରିଛନ୍ତି ଯେ ଫେବୃଆରୀ ୨୦୨୭ ପୂର୍ବରୁ ପଞ୍ଚାୟତ…