ଫେବୃଆରୀ ୨୦୨୭ ପୂର୍ବରୁ ରାଜ୍ୟରେ ହେବନି ପଞ୍ଚାୟତ ନିର୍ବାଚନ: ପଞ୍ଚାୟତିରାଜ ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ଆଗୁଆ ପଞ୍ଚାୟତ ନିର୍ବାଚନ ନେଇ କଳ୍ପନାଜଳ୍ପନା ଚାଲିଥିବା ବେଳେ ରାଜ୍ୟ ସରକାର ମଙ୍ଗଳବାର ଦିନ ଏନେଇ ସ୍ପଷ୍ଟ କରିଛନ୍ତି।
ରାଜ୍ୟ ବିଧାନସଭାରେ ସୂଚନା ପ୍ରଦାନ କରି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସ୍ପଷ୍ଟ କରିଛନ୍ତି ଯେ ଫେବୃଆରୀ ୨୦୨୭ ପୂର୍ବରୁ ପଞ୍ଚାୟତ…