Four Teacher Arrested: ଘରୋଇ ସ୍କୁଲରେ ଗଣଦୁଷ୍କର୍ମ ଅଭିଯୋଗ, ୪ ଶିକ୍ଷକ ଓ ଜଣେ ପିଅନ ଗିରଫ
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ରାଜକନିକାର ଏକ ଘରୋଇ ସ୍କୁଲ୍ ରେ ଲଜ୍ଜାଜନକ ଘଟଣା । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ଭିତରେ ଜଣେ ଶିକ୍ଷୟିତ୍ରୀ, ୩ ଶିକ୍ଷକ ଓ ଜଣେ ପିଅନ ଗିରଫ ହୋଇଛନ୍ତି । ପୋକ୍ସୋ ଆକ୍ଟରେ ମାମଲା ରୁଜୁ…