ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ;କହିଲେ-ଅନ୍ୟାୟ ବିରୁଦ୍ଧରେ…
ଭୁବନେଶ୍ୱର:ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ,ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଥିଲେ । ଏହି ଅବସରରେ ଉଦ୍ବୋଧନ ଦେଇ ନବୀନ ପଟ୍ଟନାୟକ କହିଥିଲେ ଯେ, ବିଜୁ ଜନତା ଦଳ ହେଉଛି ଓଡିଶାର କୋଟି କୋଟି ମା’ମାନଙ୍କର ନିଜ ଦଳ । ଗତ ୨୭ ବର୍ଷର…