ଛାତ୍ର ସଂସଦ ନିର୍ବାଚନ; ମଇଦାନରେ ୩୪୭ କଲେଜ ଓ ୧୩ ବିଶ୍ୱବିଦ୍ୟାଳୟରେ ୬୭୦୮ ପ୍ରାର୍ଥୀ…
ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପାଖେଇ ଆସୁଥିବାରୁ ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଉତ୍ସାହର ମାହୋଲ ରହିଛି। ଦୀର୍ଘ ଆଠ ବର୍ଷର ବ୍ୟବଧାନ ପରେ ହେବାକୁ ଥିବା ଏହି କ୍ୟାମ୍ପସ୍ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।
ଆସନ୍ତା ଅକ୍ଟୋବର ୧୫…