Elephant Attack: କାଠ ସଂଗ୍ରହ କରିବାକୁ ଯାଇ ଦନ୍ତା ଆକ୍ରମଣରେ ଚାଲିଗଲା ୩ ଜୀବନ
ଢେଙ୍କାନାଳ:ଢେଙ୍କାନାଳ ସଦର ରେଞ୍ଜ କାଇମାଟି ଲୁଚାପଲି ଗାଁରେ ବଡ଼ ଅଘଟଣ । ହାତୀ ଆକ୍ରମଣରେ ୩ ଜଣ ମହିଳାଙ୍କ ମୃତ୍ୟୁ ଓ ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।
ସୂଚନାଥାଉକି, ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…