Budget 2026: ବଜେଟ ୨୦୨୬: ଏପ୍ରିଲ ୧ରୁ ନୂଆ ଆୟକର ନିୟମ
ନୂଆଦିଲ୍ଲୀ : ୨୦୨୬ ବଜେଟ୍ ଉପସ୍ଥାପନ କରୁଛନ୍ତି ନିର୍ମଳା ସୀତାରମଣ । ଏହା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନବମ ବଜେଟ୍। ସଂସଦରେ ବଜେଟ୍ ୨୦୨୬-୨୭ ଆଗତ କରୁଛନ୍ତି ନିର୍ମଳା । ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ ତଥ୍ୟ। ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢ଼ୁଛି କହିଲେ…