୫ ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟ ନେଇ ବଡ଼ ଅପଡେଟ, ୩ ଜଣଙ୍କୁ ରକ୍ତହୀନତା…
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଏକ ଜଙ୍ଗଲରୁ ଉଦ୍ଧାର କରାଯାଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନର କ୍ୱାରେଣ୍ଟାଇନ୍ରେ ରଖାଯାଇଥିବା ପାଞ୍ଚଟି ଶିଶୁ ଓରାଙ୍ଗଉଟାନ୍ଙ୍କ ମଧ୍ୟରୁ ୩ ଜଣଙ୍କୁ ରକ୍ତହୀନତା। ଏନେଇ ଚିଡ଼ିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଚିଡ଼ିଆଖାନା ଦ୍ୱାରା ଜାରି…