ଜାନୁଆରୀ ୩୦ ଯାଏଁ ରାଜ୍ୟରେ ଘନ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର: ଆଗାମୀ ଦୁଇ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଚାରୋଟି ସ୍ଥାନରେ ଘନ କୁହୁଡ଼ି ଦେଖାଯିବ।
ଏହି ୪ ଜିଲ୍ଲା ମଧ୍ୟରେ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଭାରତୀୟ ପାଣିପାଗ…