ସଂସଦର ବଜେଟ ଅଧିବେଶନ, ଭିବି ଜି-ରାମ-ଜି ଓ ଏସଆଇଆର ଉପରେ ହେବନି କୌଣସି ଆଲୋଚନା
ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ। ପ୍ରଥମ ପର୍ଯ୍ୟାୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମିଳିତ ଅଭିଭାଷଣ ସହିତ ଆରମ୍ଭ ହେବ। ଫେବ୍ରୁଆରି ୧ରେ ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ ସାଧାରଣ ବଜେଟ ଉପସ୍ଥାପନ କରିବେ। ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ପ୍ରଥମ ପର୍ଯ୍ୟାୟ…