ୟୁକ୍ରେନରେ ଋଷର ବଡ଼ ଆକ୍ରମଣ: ବସ୍ ଉପରେ ବୋମା ବିସ୍ଫୋରଣରେ ୩୩ ନାଗରିକ ମୃତ
କିଭ୍ : ପୂର୍ବ ୟୁକ୍ରେନର କ୍ରାମାଟୋର୍ସ୍କ ସହରରେ ଋଷ ସେନାର ଏକ ଭୟାନକ ବିମାନ ଆକ୍ରମଣ ଯୋଗୁଁ ଅତି କମରେ ୩୩ ଜଣ ନାଗରିକଙ୍କ ପ୍ରାଣହାନି ଘଟିଛି ଏବଂ ୧୮ ଜଣ ଗୁରୁତର ଆହତ ହୋଇଛନ୍ତି। ୟୁକ୍ରେନୀୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଋଷ ଗ୍ଲାଇଡ୍ ବୋମା ବ୍ୟବହାର କରି ଯାତ୍ରୀବାହୀ ବସ୍ ଏବଂ ବସ୍…