IND vs NZ: ଆଜି ପୁଣି ମୁହାଁମୁହିଁ ହେବେ ଭାରତ-ନ୍ୟୁଜିଲାଣ୍ଡ
ରାୟପୁର: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ଜାନୁଆରୀ ୨୧ ତାରିଖ ବୁଧବାର ଦିନ ଖେଳାଯାଇଥିଲା। ନାଗପୁରରେ ଟିମ୍ ଇଣ୍ଡିଆ ଏହି ମ୍ୟାଚ୍ ୪୮ ରନ୍ ରେ ଜିତିଥିଲା। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂହ ବିସ୍ଫୋରକ ଇନିଂସ ଖେଳି ଟିମ୍…