Parking Fee: ନିଜ ଜିଦରୁ ଓହରିଲା ପ୍ରଶାସନ, ୫୦୦ରୁ ୨୪୦କୁ କମିଲା ଭକ୍ତ ନିବାସର ପାର୍କିଂ ଫି
ପୁରୀ: ନିଜ ନିଷ୍ପତ୍ତିରୁ ଓହରିଲା ଶ୍ରୀମନ୍ଦିର ପ୍ରଶାସନ । ଭକ୍ତ ନିବାସରେ ଚାରିଚକିଆ ଯାନ ପାଇଁ ପାର୍କିଂ ଫି ୫ ଶହ ଟଙ୍କାରୁ ୨୪୦ ଟଙ୍କା ରଖିବାକୁ ନିଷ୍ପତ୍ତି ହୋଇଛି । ଏହି ନିୟମ ଆସନ୍ତାକାଲି (୧୭ ଜାନୁଆରୀ) ଠାରୁ ଲାଗୁ କରାଯିବ । ପୁରୀରେ ବସିଥିବା ପରିଚାଳନା କମିଟି ବୈଠକରେ ଏହି…