National Education Policy: ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସଂସ୍କାର ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ୪ ସୂତ୍ରୀ…
ଭୁବନେଶ୍ଵର: ଭୁବନେଶ୍ବର ପରିଦର୍ଶନରେ ଆସି ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପାଠ୍ୟକ୍ରମ ସଂସ୍କାର ଓ ପାଠ୍ୟପୁସ୍ତକ ବିକାଶ ସମ୍ପର୍କରେ ଏକ ଆଲୋଚନା ବୈଠକରେ ଯୋଗ ଦେଇଛନ୍ତି । ଜାତୀୟ ଶିକ୍ଷା ନୀତି ୨୦୨୦ ଆଧାରରେ ପାଠ୍ୟପୁସ୍ତକ ବିକାଶ କରୁଛନ୍ତି ରାଜ୍ୟ ସରକାର ।…