ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
ସିମଲା: ହିମାଚଳ ପ୍ରଦେଶର ସୋଲାନ ଜିଲ୍ଲାର ଆର୍କି ବଜାରରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ନେପାଳୀ ବଂଶୋଦ୍ଭବଙ୍କ ପରିବାର ଫସି ଯାଇଛନ୍ତି। ଏକ ସାତ ବର୍ଷର ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଏପର୍ଯ୍ୟନ୍ତ ଆଠରୁ ନଅ ଜଣ ଫସି ରହିଥିବା ଆଶଙ୍କା କରାଯାଉଛି।
ଆର୍କି ବଜାରରେ…